ରାଜ୍ୟ

କଟକ: ସନ୍ତୋଳନଗରୀ ଗ୍ରାମରୁ କାଉ ଖୁମ୍ପି ଖୁମ୍ପି ଆହତ କରିଦେଇଥିବା ବିରଳ ପ୍ରଜାତିର ଧଳା ପେଚା ଉଦ୍ଧାର

ନିଆଳି(କେନ୍ୟୁଜ): କଟକ ସଦର ଥାନା ଅନ୍ତର୍ଗତ ସନ୍ତୋଳନଗରୀ ଗ୍ରାମରୁ ବୁଧବାର ସକାଳ ୧୦ ଟା ସମୟରେ ଏକ ବିରଳ ପ୍ରଜାତିର ଧଳା ପେଚା ଉଦ୍ଧାର କରାଯାଇଛି । ସୂଚନା ଅନୁଯାୟୀ ସନ୍ତୋଳନଗରୀ ଗ୍ରାମ ଶିବ ମନ୍ଦିର ନିକଟରେ ଦୋକାନ କରିଥିବା ରଞ୍ଜନ କୁମାର ସାହୁଙ୍କ ଦୋକାନ ପଛପଟରେ ଏକ ଧଳା ପେଚାକୁ କାଉ ଦଳ ଆକ୍ରମଣ କରୁଥିଲେ ।

ଏହି ସମୟରେ ଗ୍ରାମର ସୁଜ୍ଞାନ ବେହେରା, ଅଲେଖ ପାତ୍ର, ପ୍ରଦିପ ସାହୁ , ସୁଶାନ୍ତ ଦାଶ,କାହ୍ନୁ ବେହେରା ପ୍ରମୁଖ ଦେଖି କାଉ ଆକ୍ରମଣରେ ଆହାତ ପେଚାଟିକୁ ଉଦ୍ଧାର କରି ବନ ବିଭାଗକୁ ଖବର ଦେଇଥିଲେ। ଖବରପାଇ ଘଟଣାସ୍ଥଳରେ ଫୁଲନଖରା ରେଞ୍ଜ ବନ ଅଧିକାରୀ ଅଞ୍ଜଳି ବେହେରା କର୍ମଚାରୀ ମାନଙ୍କ ସହ ପହଞ୍ଚି ଆହାତ ପେଚାଟିକୁ ଉଦ୍ଧାର କରି ଚିକିତ୍ସା ପାଇଁ ନେଇଥିଲେ। ଆହାତ ପେଚାଟି ସୁସ୍ଥ ହେବାପରେ ଜଙ୍ଗଲରେ ଛଡାଯିବ ବୋଲି ବନ ଅଧିକାରୀ କହିଛନ୍ତି

KNews Bureau

Recent Posts

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

4 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

17 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

26 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

29 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

1 hour ago