ଜଳେଶ୍ୱର (କେନ୍ୟୁଜ): ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର। ଘର ଭିତରୁ ଉଦ୍ଧାର ହୋଇଛି ମୃତଦେହ। ମୃତକ ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ବେଲଦା ଗାଁର ଖୁଦିରାମ ବେହେରାଙ୍କ ସ୍ତ୍ରୀ ମଞ୍ଜୁରାଣୀ । ପାରିବାରିକ କଳହକୁ ନେଇ ମହିଳା ଆତ୍ମହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଗତକାଲି ରାତିରେ ସମସ୍ତେ ଖାଇପିଇ ଘରେ ଶୋଇଥିଲେ। କିନ୍ତୁ ଆଜି ସକାଳୁ ମଞ୍ଜୁରାଣୀଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଘର ଭିତରୁ ଉଦ୍ଧାର ହୋଇଛି। କମର୍ଦ୍ଦା ଥାନା ପୋଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ କରୁଛି।
ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଶକ୍ତିଶାଳୀ ହେବାକୁ ଯାଉଛି । ଆପଣ ଠିକ୍ ସମୟରେ କାର୍ଯ୍ୟ ସମାପ୍ତ କରିବାକୁ…
କନ୍ଧମାଳ : କନ୍ଧମାଳରେ ଓଲଟିଲା ଯାତ୍ରୀବାହୀ ବସ୍ । ୩ ଯାତ୍ରୀ ମୃତ, ୫୦ରୁ ଅଧିକ ଯାତ୍ରୀ ଆହତ ।…
ପାଟଣାଗଡ଼ : ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ । ଘଟଣା ଘଟିଛି ପାଟଣାଗଡ଼ ଥାନା କୁତୁମୁଣ୍ଡା ଗ୍ରାମରେ ।…
ଭୁବନେଶ୍ୱର : ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ । ଆଦର୍ଶ ଆଚରଣ ବିଧି ଓ ଆଇନ ଉଲ୍ଲଙ୍ଘନକାରୀ…
ଭୁବନେଶ୍ୱର : ନିର୍ବାଚନ ଡ୍ୟୁଟିରେ ଯାଉଥିବା ବେଳେ ବସ୍ ଦୁର୍ଘଟଣା । ନିର୍ବାଚନ ଡ୍ୟୁଟିରେ ବଲାଙ୍ଗିରରୁ କେନ୍ଦ୍ରାପଡ଼ାକୁ ବସଟି ଯାଉଥିଲା।…
ଭୁବନେଶ୍ୱର : ରାଜ୍ୟରେ ବଢୁଛି ତାପମାତ୍ରା । ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…