Below header

ଭଡାଘରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଶାଶୁଘର ଉପରେ ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବାଲେଶ୍ୱର ଜିଲ୍ଲା ବାଲିଆପାଳ ଥାନା ଅନ୍ତର୍ଗତ ସୂର୍ଯ୍ୟାପୁର ଗାଁରେ ଥିବା ଏକ ଭଡାଘରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ମହିଳା ଜଣକ ହେଲେ ସେହି ଗାଁର ସୋନାଲି ଜେନା । ସୋନାଲିଙ୍କୁ ଶାଶୁଘରେ ହତ୍ୟା କରାଯାଇଥିବା ପରିବାର ପକ୍ଷରୁ ବାଲିଆପାଳ ଥାନାରେ ଲିଖିତ ଅଭିଯୋଗ କରାଯାଇଛି । ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଦାବି ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.