କେନ୍ଦ୍ରାପଡା: ବ୍ରାହ୍ମଣୀ ନଦୀରେ ଗାଧୋଇବାକୁ ଯାଇ ଯୁବକ ନିଖୋଜ, ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି

ବ୍ରାହ୍ମଣୀ ନଦୀରେ ଗାଧୋଇବା ବେଳେ ବୁଡିଯାଇ ଜଣେ ନିଖୋଜ । ନିଖୋଜ ଯୁବକ ହେଲେ କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ନୀଳକଣ୍ଠପୁର ଗାଁର ଚନ୍ଦନ ଦେ । ନଦୀକୁ ଗାଧୋଇବାକୁ ଯାଇ ସେ ନିଖୋଜ ଅଛନ୍ତି । ନଦୀ କୂଳରେ ତାଙ୍କ ଚପଲ ଏବଂ ସାର୍ଟ ରଖିଥିବା ଦେଖିବାକୁ ମିଳିଛି । ସେପଟେ ତାଙ୍କୁ କୁମ୍ଭୀର ଝାମ୍ପି ନେଇଥିବା ଆଶଙ୍କା କରିଛନ୍ତି ପରିବାର ଲୋକେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.