Below header

ଯାଜପୁର: ନିଜ ଘରେ ଜଣେ ଯୁବତୀ ବେକରେ ରଶି ଲଗାଇ କଲେ ଆତ୍ମହତ୍ୟା ଉଦ୍ୟମ, କାରଣ ଅସ୍ପଷ୍ଟ

ଯାଜପୁର ଟାଉନ(କେନ୍ୟୁଜ୍): ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ଅନ୍ତର୍ଗତ ମଙ୍ଗଳପୁର ବଜାର ଅଞ୍ଚଳରେ ଜଣେ ଯୁବତୀ ବେକରେ ରଶି ଲଗାଇ ନିଜ ଘରେ ଆତ୍ମହତ୍ୟା ଉଦ୍ୟମ। ମୁର୍ମୁଶୁ ଅବସ୍ଥାରେ ପ୍ରଥମେ ମଙ୍ଗଳପୁର ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ର ଓ ସେଠାରୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା।

ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଯଜପୁର ମୂଖ୍ୟ ଚିକିତ୍ସାଳୟରୁ ମିଳିଥିବା ତଥ୍ୟ ଅନୁଯାୟୀ ଯୁବତୀ ଜଣଙ୍କ ୨୧ ବୟସ୍କା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.