ସମୁଦ୍ରରେ ଗାଧୋଇବା ବେଳେ ଅଘଟଣ: ବୁଡିଯାଇ ଯୁବକ ନିଖୋଜ

ସମୁଦ୍ରରେ ଗାଧୋଇବା ହେଲା କାଳ । ବୁଡି ଯାଇ ପର୍ଯ୍ୟଟକ ନିଖୋଜ । ନିଖୋଜ ଯୁବକ ହେଉଛନ୍ତି ବାଲେଶ୍ୱର ଜିଲ୍ଲା ଗୋଲପୁର ଅଞ୍ଚଳର ସଞ୍ଜୟ କୁମାର ଜେନା ।

ପୁରୀ (କେନ୍ୟୁଜ): ସମୁଦ୍ରରେ ଗାଧୋଇବା ହେଲା କାଳ । ବୁଡିଗଲେ ଯୁବକ । ପୁରୀ ସମୁଦ୍ରରେ ବୁଡି ଯାଇ ପର୍ଯ୍ୟଟକ ନିଖୋଜ । ନିଖୋଜ ଯୁବକ ହେଉଛନ୍ତି ବାଲେଶ୍ୱର ଜିଲ୍ଲା ଗୋଲପୁର ଅଞ୍ଚଳର ସଞ୍ଜୟ କୁମାର ଜେନା । ଆଜି ଦିନ ୧୧ଟାରେ ସୁମଦ୍ରରରା ୯ ନମ୍ବର ସେକ୍ଟରରେ ଯୁବକ ଜଣକ ଗାଧୋଉଥିବାବେଳେ ଭାସିଯାଇଥିଲେ । ଏପର୍ଯ୍ୟନ୍ତ ଯୁବକଙ୍କ ପତ୍ତା ମିଳିନାହିଁ । ଉଦ୍ଧାର କାର୍ଯ୍ୟ ଜାରି ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.