ଭଦ୍ରକ: କ୍ୱାରେଣ୍ଟାଇନରେ ରହିଥିବା ଅବସ୍ଥାରେ ଯୁବକଙ୍କ ଅସ୍ୱାଭାବିକ ମୃତ୍ୟୁ, ପୋଲିସର ତଦନ୍ତ ଜାରି

ଚାନ୍ଦବାଲି(କେନ୍ୟୁଜ): କ୍ୱାରେଣ୍ଟାଇନରେ ରହିଥିବା ଅବସ୍ଥାରେ ଯୁବକଙ୍କ ଅସ୍ୱାଭାବିକ ଭାବେ ମୃତ୍ୟୁ । ମୃତ ବ୍ୟକ୍ତି ଜଣକ ହେଲେ ଝାରଖଣ୍ଡ ରାଜ୍ୟର ଜ୍ଞାନ ରଞ୍ଜନ ନାୟକ। ସୂଚନା ଅନୁଯାୟୀ ଯୁବକ ଜଣକ ରାନ୍ଧିଆ ଅଞ୍ଚଳରେ ଏକାକୀ ବୁଲୁଥିବା ବେଳେ ଗାଁ ଲୋକ ତାଙ୍କୁ ଆଣି ରାନ୍ଧିଆ କ୍ୱାରେଣ୍ଟାଇନରେ ରଖିଥିଲେ। ଏନେଇ ଗାଁ ଲୋକ ମଧ୍ୟ ପୋଲିସକୁ ଅବଗତ କରାଇଥିଲେ। ଉକ୍ତ କ୍ୱାରେଣ୍ଟାଇନ ରୁମରେ ଏହି ଜଣିଏ ଯୁବକ ରହୁଥିଲେ। କିନ୍ତୁ ଆଜି ସକାଳେ ଖାଇବାକୁ ଦେବାକୁ କହି ଯୁବକଙ୍କୁ ଉଠାଇ ଥିଲେ ଗ୍ରାମବାସୀ। କିନ୍ତୁ ସେ ନ ଉଠିବାରୁ ପୋଲିସଙ୍କୁ ଖବର ଦିଆଯାଇଥିଲା। ଗ୍ରାମାଞ୍ଚଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁବକ ଜଣକ ମୃତ ହୋଇଥିବା ଜାଣିବାକୁ ପାଇଥିଲେ। ପରେ ଏନେଇ ପୋଲିସ ତଦନ୍ତ ଚଳାଇଛି । ଲୋକଟିର ସବୁ ପ୍ରକାର ବ୍ୟବସ୍ଥା କରାଯାଉଥିବା ବେଳେ କିପରି ମୃତ୍ୟୁ ହେଲା ଜାଣି ନଥିବା କହିଛନ୍ତି ସ୍ଥାନୀୟ ସରପଞ୍ଚ।

KNews Bureau

Recent Posts

ପୁରୀ ବାଣ ବିସ୍ଫୋରଣ ଦୁର୍ଘଟଣା, ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି

ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ…

2 mins ago

ତିହାର ଜେଲରେ ପହଞ୍ଚିଲେ କେଜ୍ରିଓ୍ଵାଲ, ଯିବା ପୂର୍ବରୁ କହିଲେ… ଆପଣ ଖୁସିରେ ରହିଲେ ମୁଁ ଖୁସିରେ ରହିବି

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପର ସଂଯୋଜକ ଅରବିନ୍ଦ କେଜ୍ରିଓ୍ଵାଲ ତିହାର ଜେଲରେ ସରେଣ୍ଡର କରିଛନ୍ତି । ସୁପ୍ରିମ କୋର୍ଟ ତାଙ୍କୁ…

39 mins ago

ନିର୍ଵାଚନ ପରବର୍ତ୍ତୀ ହିଂସା, ଦୁଇ ପରିବାରରୁ ୭ ଆହତ

ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଠାକୁରପାଟଣା ଗାଁରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ଦୁଇ ପରିବାର…

42 mins ago

ଟାୱାର ଖୁଣ୍ଟରୁ ଡେଇଁ ଜୀବନ ହାରିଲେ ଯୁବକ, ମୃତ୍ୟୁର କାରଣ ଅସ୍ପଷ୍ଟ

ନୂଆଗଡ : ଯୁବକ ଜଣକ ନୂଆଗଡ ଗାଁର କୈଳାଶ ସୁବୁଦ୍ଧିଙ୍କ ପୁଅ ନାରାୟଣ ସୁବୁଦ୍ଧି ବୋଲି ଜଣାପଡିଛି । ମୃତ୍ୟୁର…

1 hour ago

ବିବାହ ବନ୍ଧନରେ ଆବଦ୍ଧ ହେଲେ ଭେଙ୍କଟେଶ ଆୟର, ଶ୍ରୁତି ରଘୁନାଥନଙ୍କ ଧରିଲେ ହାତ

ଭାରତୀୟ ଟିମ୍‌ର ଖେଳାଳି ତଥା କୋଲକାତା ନାଇଟ୍ ରାଇଡର୍ସ(KKR)ର ଷ୍ଟାର୍ ଅଲରାଉଣ୍ଡର ଭେଙ୍କଟେଶ ଆୟର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି…

1 hour ago

ଗରମରୁ ଏଭଳି ବଞ୍ଚାନ୍ତୁ ନିଜ ଫୋନ, ନଚେତ ହୋଇପାରେ ଅନେକ ସମସ୍ୟା

ଗ୍ରୀଷ୍ମ ଋତୁ ଆସିବା ସହିତ ଇଲେକ୍ଟ୍ରୋନିକ୍ ଡିଭାଇସରେ ଅଗ୍ନି ଏବଂ ବିସ୍ଫୋରଣ ଘଟଣା ମଧ୍ୟ ବଢ଼ିବାରେ ଲାଗିଛି । ଶୀତ…

2 hours ago