Below header

ନୟାଗଡ଼ : କାଦୁଆପଡା ଗାଁରେ ସଂଘବଦ୍ଧ ଆକ୍ରମଣ, ଠେଙ୍ଗାରେ ପିଟି ପିଟି ମାରିଦେଲେ ଯୁବକଙ୍କୁ

ନୟାଗଡ଼ ଜିଲ୍ଲାରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । ଜଣେ ବ୍ୟକ୍ତିଙ୍କୁ ଠେଙ୍ଗାରେ ପିଟି ପିଟି ମାରିଦେଇଛନ୍ତି ସଂଘବଦ୍ଧ ବ୍ୟକ୍ତି । ଏଥିରେ ଅନ୍ୟ ଜଣ ଆହତ ହୋଇଥିବା ଜଣାଯାଇଛି । ସୂଚନା ଅନୁଯାୟୀ, ନୟାଗଡ଼ ଜିଲ୍ଳା ଫତେଗଡ ଥାନା କାଦୁଆପଡା ଗାଁରେ ପୂର୍ବ ଶତ୍ରୁତାରୁ ଜଣେ ଯୁବକଙ୍କୁ ଗାଁର କିଛି ଲୋକେ ସଂଘବଦ୍ଧ ଆକ୍ରମଣ କରିଥିଲେ ।

ନୟାଗଡ଼ (କେନ୍ୟୁଜ୍‌) : ନୟାଗଡ଼ ଜିଲ୍ଲାରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । ଜଣେ ବ୍ୟକ୍ତିଙ୍କୁ ଠେଙ୍ଗାରେ ପିଟି ପିଟି ମାରିଦେଇଛନ୍ତି ସଂଘବଦ୍ଧ ବ୍ୟକ୍ତି । ଏଥିରେ ଅନ୍ୟ ଜଣ ଆହତ ହୋଇଥିବା ଜଣାଯାଇଛି ।
ସୂଚନା ଅନୁଯାୟୀ, ନୟାଗଡ଼ ଜିଲ୍ଳା ଫତେଗଡ ଥାନା କାଦୁଆପଡା ଗାଁରେ ପୂର୍ବ ଶତ୍ରୁତାରୁ ଜଣେ ଯୁବକଙ୍କୁ ଗାଁର କିଛି ଲୋକେ ସଂଘବଦ୍ଧ ଆକ୍ରମଣ କରିଥିଲେ ।

ଆକ୍ରମଣରେ ଉକ୍ତ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ଏଥିରେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ଜିଲ୍ଲା ହସପିଟାଲରେ ଭର୍ତ୍ତି କରାଯାଇଛି । ପୋଲିସ ଅଘଟଣ ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.