ବୌଦ୍ଧ (କେନ୍ୟୁଜ୍) : ଯୁବକଙ୍କୁ ମାରି ଗାଁ ଦାଣ୍ଡରେ ଫିଙ୍ଗିଦେଲେ । ବୌଦ୍ଧ ହରଭଙ୍ଗା ବ୍ଲକ୍ ତାକୁଡ ଗାଁରୁ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଛେଳି ଲେଣ୍ଡି ଗାଁର ରମେଶ ବାରିକ । ତେବେ କିଏ ଓ କାହିଁକି ରମେଶଙ୍କୁ ହତ୍ୟା କଲା ସେନେଇ କାରଣ ଅସ୍ପଷ୍ଟ ରହିଛି।
ସୂଚନା ଅନୁଯାୟୀ ଆଜି ସକାଳେ ଗାଁ ଦାଣ୍ଡରେ ମୃତଦେହ ପଡିଥିବା ଦେଖି ଗାଁଲୋକେ ପୋଲିସକୁ ଖବର ଦେଇଥିଲେ। ପାରିପାର୍ଶ୍ବିକ ସ୍ଥିତିକୁ ଦେଖିଲେ ରମେଶ ଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି ଏଠାରେ ଫିଙ୍ଗି ପଳାଇଥିବା ସନ୍ଦେହ କରାଯାଉଛି। ସେପଟେ ବୌଦ୍ଧ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।
ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ କିଲାବାଡ଼ି ଗ୍ରାମରେ ଆଜି ଅପରାହ୍ନରେ କାଳ ବୈଶାଖୀ ବର୍ଷା ଜନିତ…
ଲକ୍ଷ୍ମୀପୁର : ଆଜି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଗଦରାଗୁଡ଼ା ଏବଂ ପିଲ୍କୁର୍ ଗାଁରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି…
ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…
ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…
ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…
ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…