Categories: ରାଜ୍ୟ

ଅଭିଜିତ୍ ଆୟାର ମିତ୍ରଙ୍କ ପୁଣି ବିବାଦୀୟ ଟ୍ବିଟ୍, ଏଥର ଟାର୍ଗେଟ କଲେ ଓଡିଆ ପ୍ରାଣର ଦେବତା ଜଗନ୍ନାଥଙ୍କୁ

ଭୁବନେଶ୍ବର(କେନ୍ଯୁଜ୍) : କୋଣାର୍କ ମନ୍ଦିର ଉପରେ ଅରୁଚିକର ମନ୍ତବ୍ୟ ଦେଇଥିବା ବୈଜୟନ୍ତ ପଣ୍ଡାଙ୍କ ବନ୍ଧୁ ଅଭିଜିତ୍‌ ଆୟାର ମିତ୍ରଙ୍କ ପୁଣି ଏକ ବିବାଦୀୟ ଟିପ୍ପଣୀ ସାମ୍‌ନାକୁ ଆସିଛି । ନିଜ ଟ୍ଵିଟର୍‌ ପେଜ୍‌ରେ ଓଡ଼ିଶା ପ୍ରତି ଅପମାନ ସୂଚକ ପୋଷ୍ଟ କରିଛନ୍ତି ଅଭିଜିତ୍‌ ।

ସେ ଲେଖିଛନ୍ତି, ଜଗନ୍ନାଥ ପ୍ରକୃତରେ କୋଲକାତାର ଠାକୁର । କଳିଙ୍ଗ ରାଜା ଜଗନ୍ନାଥଙ୍କୁ ଚୋରି କରିଛନ୍ତି । ଓଡ଼ିଶା ବେଙ୍ଗଲିମାନଙ୍କ ଦ୍ୱାରା ଆବିଷ୍କୃତ ହୋଇଛି । ଓଡ଼ିଶା ବୋଲି କିଛି ନାହିଁ । ଓଡ଼ିଶା ଅବିଭକ୍ତ ବେଙ୍ଗଲର ଦକ୍ଷିଣ ପ୍ରଗଣାର ବନାଞ୍ଚଳ ବୋଲି ଟ୍ଵିଟ୍‌ କରିଛନ୍ତି ଅଭିଜିତ୍‌ ।

୨୦୧୭ରେ ଏଭଳି କଟୁ ଟିପ୍ପଣୀ ପୋଷ୍ଟ କରିଥିଲେ । ଯାହାକୁ ନେଇ ବିଭିନ୍ନ ମହଲରେ ଉଦବେଗ ପ୍ରକାଶ ପାଇଛି । ନିକଟରେ ଓଡ଼ିଶା ବୁଲିବାକୁ ଆସି କୋଣାର୍କ ସୂର୍ଯ୍ଯମନ୍ଦିର ଓ ଏହାର ପଥର ଖୋଦିତ କାରୁକାର୍ଯ୍ଯକୁ କଡ଼ା ସମାଲୋଚନା କରିଥିଲେ ଅଭିଜିତ୍‌ ଆୟାର ମିତ୍ର।

KNews Bureau

Recent Posts

ଜମିଜମା ବିବାଦ: ଦେଢ଼ଶୂର ଶାବଳ ମାଡ଼ରେ ଭାଇବୋହୂର ମୃତ୍ୟୁ

ବାସୁଦେବପୁର (କେନ୍ୟୁଜ): ଦେଢ଼ଶୂର ଶାବଳ ମାଡ଼ରେ ଭାଇବୋହୂର ମୃତ୍ୟୁ । ଭଦ୍ରକ ଜିଲ୍ଲା ବାସୁଦେବପୁର ପୌରପାଳିକା ସ୍ଥିତ ୭ ନମ୍ୱର…

3 mins ago

ଶୋଭାଯାତ୍ରାରେ ଦୁଲୁକିଲା ସମ୍ବଲପୁର ଓ ଏକାମ୍ର କ୍ଷେତ୍ର, ଶେଷ ହେଲା ଶିବ-ପାର୍ବତୀଙ୍କ ବାହାଘର

ଭୁବନେଶ୍ୱର / ସମ୍ବଲପୁର (କେନ୍ୟୁଜ): ଆନନ୍ଦ ଉଲ୍ଲାସର ସହ ଶେଷ ହେଲା ଶିବ ପାର୍ବତୀଙ୍କ ଶୁଭ ପରିଣୟ । ମଧ୍ୟରାତ୍ରୀର…

21 mins ago

ନୂଆ ମୁଖ୍ୟମନ୍ତ୍ରୀ ବାଛିବ ବିଜେପି, ଆଜି ଘୋଷଣା ହେବ ନାଁ

ଭୁବନେଶ୍ୱର (କେନ୍ୟୁଜ): ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିବ । ଆଜି ମୁଖ୍ୟମନ୍ତ୍ରୀ ବାଛିବ ବିଜେପି । ଘୋଷଣା ହେବ ଓଡ଼ିଶାର…

40 mins ago

ଆଜିର ରାଶିଫଳ : ରାଶି ଅନୁସାରେ ଜାଣନ୍ତୁ ଆଜି କିପରି କଟିବ ଆପଣଙ୍କ ଦିନ

ମେଷ: ଆଜି ନିଜକୁ ଶକ୍ତିବାନ୍‌ ଅନୁଭବ କରିବେ । ପାରିବାରିକ ସୁଖ, ଶାନ୍ତି ରହିବ । ସମ୍ପତ୍ତି ବିବାଦରେ ବିଜୟ…

8 hours ago

ନିଜ ସ୍ଥାନ ବଜାୟ ରଖିଛନ୍ତି ତିନି ମନ୍ତ୍ରୀ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): ମୋଦି ସରକାରର ନିଜ ସ୍ଥାନ ବଜାୟ ରଖିଛନ୍ତି ଓଡ଼ିଶାର ତିନି ମନ୍ତ୍ରୀ । ଅପରିବର୍ତ୍ତିତ ରହିଛି ଧର୍ମେନ୍ଦ୍ର ପ୍ରଧାନ,…

11 hours ago

କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅବଦାନ ଅତୁଳନୀୟ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅନେକ ଅବଦାନ ରହିଛି । କେଵଳ କନ୍ଧମାଳ କାହିଁକି ଭୁବନେଶ୍ୱରର ମର୍ଯ୍ୟାଦା…

11 hours ago