ଝାରସୁଗୁଡା: ଝାରସୁଗୁଡା ଜିଲ୍ଲା ଦୁର୍ଲଗା ଗାଁର ଅଭିରାମ ଶତପଥୀ । ବିଦ୍ୟୁତ୍ ବିଭାଗର ଜଣେ ଅବସରପ୍ରାପ୍ତ କର୍ମଚାରୀ । ବୟସ ପାଖାପାଖି ୬୩ ହେବ । ନିଶା ନିବାରଣ ପାଇଁ ଆରମ୍ଭ କରିଛନ୍ତି ସଚେତନତା ଯାତ୍ରା ।
ଅଭିରାମ ଆଜି ଦୁର୍ଲଗା ଗାଁରୁ ବାହାରି ପୁରୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି । ଏହି ଅବସରରେ ଦୈନିକ ୩୦ କିଲୋମିଟର ଦୌଡିବେ । ଆଗାମୀ ୨୨ ତାରିଖରେ ପୁରୀରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ ଭୁବନେଶ୍ୱର ଆସି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ।
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…
ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍ ଏହା ଉପରେ ମୋହର ମାରିଛି । କଂଗ୍ରେସର…
ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍ ବିର୍ଲା । ବାଚ୍ନିକ ଭୋଟରେ ନିର୍ବାଚିତ ହେଲେ ଓମ୍ ବିର୍ଲା…