Below header

ଛାତ୍ର ସଂସଦ ନିର୍ବାଚନ ବାତିଲ ପରେ ଏବିଭିପିର ତରଫରୁ ଉତ୍କଳ ବିଶ୍ୱବିଦ୍ୟାଳୟ ଫାଟକ ସାମ୍ନାରେ ବିକ୍ଷୋଭ

ଛାତ୍ର ସଂସଦ ନିର୍ବାଚନ ବାତିଲ ନିଷ୍ପତ୍ତି ପରେ ଏବିଭିପି ପକ୍ଷରୁ ବିକ୍ଷୋଭ । ଉତ୍କଳ ବିଶ୍ୱବିଦ୍ୟାଳୟ,ବାଣୀବିହାର ମୁଖ୍ୟ ଫାଟକ ସାମ୍ନାରେ ଏବିଭିପି ପକ୍ଷରୁ ବିକ୍ଷୋଭ କରାଯାଇଛି । ରାଜ୍ୟରେ ସବୁ କଲେଜ ଓ ବିଶ୍ୱବିଦ୍ୟାଳୟରେ ନିର୍ବାଚନ ବାତିଲ ନେଇ ଉଚ୍ଚ ଶିକ୍ଷା ବିଭାଗର ନିଷ୍ପତ୍ତିର ପ୍ରତିବାଦ କରିଛି ସଂଗଠନ । ଏହାକୁ ନେଇ କିଛି ସମୟ ପାଇଁ ଉତ୍ତେଜନା ପ୍ରକାଶ ପାଇଥିଲା । ବିକ୍ଷୋଭକାରୀଙ୍କୁ ପୋଲିସ ହଟାଇଥିଲା । ଅପ୍ରୀତିକର ପରିସ୍ଥିତ ଆଶଙ୍କାରେ ଘଟଣାସ୍ଥଳରେ ବ୍ୟାପକ ପୋଲିସ ମୁତୟନ ହୋଇଛନ୍ତି

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.