Below header

ମନମୁଣ୍ଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା : ଦୁଇଟି ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇ ଜଣେ ମୃତ,୩ ଗୁରୁତର

ବୌଦ୍ଧ : ମନମୁଣ୍ଡାଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁଇଟି ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କ ମଧ୍ୟରୁ ଦୁଇ ଜଣଙ୍କ ଗୋଡ କଟିଯାଇଛି । ଗୁରୁତର ସମସ୍ତଙ୍କୁ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଅନ୍ୟପଟେ ମୃତକଙ୍କ ପରଚୟ ମିଳିପାରିନାହିଁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.