ରାଜ୍ୟ

ଦୀପାବଳିରେ ଅଘଟଣ: କ୍ୟାପିଟାଲ୍ ହସ୍ପିଟାଲରେ ଶତାଧିକ ଆହତଙ୍କ ଚିକିତ୍ସା

ଭୁବନେଶ୍ୱର (କେନ୍ୟୁଜ) : ଦୀପାବଳିରେ ଅଘଟଣ । ରାଜ୍ୟର ବିଭିନ୍ନ ସ୍ଥାନରେ ବାଣ ପଡ଼ି ଶତାଧିକ ଆହତ ହୋଇଛନ୍ତି । ରାଜଧାନୀର ବିଭିନ୍ନ ସ୍ଥାନରେ ବାଣ ବିସ୍ଫୋରଣରେ ଶତାଧିକ ଆହତ ହୋଇଛନ୍ତି। କ୍ୟାପିଟାଲ ହସ୍ପିଟାଲରେ ପ୍ରାୟ ୧୦୦ରୁ ଅଧିକ ଚିକିତ୍ସିତ ହୋଇଛନ୍ତି । କାହାର ହାତ ଫାଟିଛି ତ ଆଉ କିଏ ନିଆଁରେ ପୋଡ଼ି ହୋଇଯାଇଛନ୍ତି। ସେହିଭଳି କଟକରେ ବାଣ ଫୁଟାଇ ୨୭ରୁ ଅଧିକ ଆହତ ହୋଇ ଏସସିବିରେ ଚିକିତ୍ସିତ ହୋଇଛନ୍ତି । ଭଦ୍ରକ ଜିଲ୍ଲାର ବିଭିନ୍ନ ସ୍ଥାନରେ ବାଣ ବିସ୍ଫୋରଣରେ ବି ଅନେକ ଆହତ ହୋଇଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲା ତନ୍ତିଆପାଳ ସାମୁଦ୍ରିକ ଥାନା ଏକଲପୁର ଗାଁରେ ବାଣ ନିଆଁରେ ଜଳିଗଲା ଜଳଖିଆ ଦୋକାନ । ସେହିପରି ବାରିପଦାରେ ସ୍କାଏ ଲଣ୍ଠନରୁ ନିଆଁ ଲାଗି ଟେଣ୍ଟ ହାଉସ୍ ଜଳାଯାଇଛି । ଛାରଖାର ହୋଇଛି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ।

ଦୀପାବଳିକୁ ସ୍ୱଚ୍ଛ, ସବୁଜ ଓ ସୁରକ୍ଷିତ ଭାବେ ପାଳନ କରିବା ପାଇଁ ଏଥର ବିଏମ୍‌ସି ପକ୍ଷରୁ ବ୍ୟାପକ ଉଦ୍ୟମ କରାଯାଇଛି । ଦୁର୍ଘଟଣା ଏଡାଇବାକୁ ବାଣ ଦୋକାନରେ ବ୍ୟବସାୟୀମାନେ ଦୁଇଟି ଡଷ୍ଟବିନ୍‌ ଓ ଆବଶ୍ୟକ ପାଣି ଓ ବାଲି ମଧ୍ୟ ମହଜୁଦ୍ ରଖିବାକୁ କୁହାଯାଇଥିଲା। ଏହାର ତଦାରଖ କରିବା ପାଇଁ ବିଏମ୍‌ସି, କମିସନରେଟ ପୋଲିସ ଓ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ମିଳିତ ସ୍କ୍ୱାର୍ଡ ଗସ୍ତ କରିଥିଲା।

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago