Below header

କଟକ ଜିଲ୍ଲା କେନ୍ଦୁପାଟଣା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ୩ ଯୁବକ ମୃତ

କଟକ ଜିଲ୍ଲା କେନ୍ଦୁପାଟଣା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣାରେ ୩ଜଣ ଯୁବକ ମୃତ । ମୃତକଙ୍କ ଘର ସାଲେପୁର ନାନ୍ଦୋଳ ଗାଁରେ ବୋଲି ଜଣାପଡ଼ିଛି । ବାଇକରେ ତିନି ଜଣ ଯାଉଥିବା ବେଳେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇ ଥିଲା । ଆହତଙ୍କୁ ସାଲେପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.