Below header

ମୟୁରଭଞ୍ଜ ବାଙ୍ଗିରିପୋଷି ଘାଟିରେ ଟ୍ରଲର-ଅଟୋ ରିକ୍ସା ମୁହାଁମୁହିଁ ଧକ୍କା: ୨ ମୃତ, ୧୦ ଗୁରୁତର

ମୟୁରଭଞ୍ଜ : ଟ୍ରଲର-ଅଟୋ ରିକ୍ସା ମୁହାଁମୁହିଁ ଧକ୍କା । ଘଟଣାସ୍ଥଳରେ ୨ ମୃତ, ୧୦ ଗୁରୁତର । ମୟୁରଭଞ୍ଜ ବାଙ୍ଗିରିପୋଷି ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।

ଆହତଙ୍କ ମଧ୍ୟରେ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସେମାନଙ୍କୁ ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସପିଟାଲରେ ଭର୍ତ୍ତି କରାଯାଇଛି । ଘାଟିରେ ବୀପରିତ ଦିଗରୁ ଆସୁଥିବା ଏକ ଟ୍ରଲର ଅଟୋ ରିକ୍ସାକୁ ଧକ୍କା ଦେଇଥିଲା । ଟ୍ରଲରର ବ୍ରେକ ଫେଲ୍‌ ଯୋଗୁଁ ଦୁର୍ଘଟଣା ହୋଇଥିବା ଜଣାପଡିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.