ରାଜ୍ୟ

ଭୁବନେଶ୍ୱର ସିଆରପି ଓଭର ବ୍ରିଜ୍‌ ଉପରେ ୩ଟି ଟ୍ରକ ପରସ୍ପର ସହ ଧକ୍କା: ୨ଆହତ, ଜଣେ ଗୁରୁତର

ଭୁବନେଶ୍ୱର: ଭୁବନେଶ୍ୱର ସିଆରପି ଓଭର ବ୍ରିଜ୍‌ ଉପରେ ଦୁର୍ଘଟଣା । ଦୁର୍ଘଟଣାରେ ୨ଆହତ, ଜଣେ ଗୁରୁତର । ସମସ୍ତ ଗୁରୁତରଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁଯାୟୀ, ଭାରସାମ୍ୟ ହରାଇ ଏକ ଆଇରନ ବୋଝେଇ ଟ୍ରକକୁ ଧକ୍କା ଦେଲା ଅନ୍ୟ ଏକ ଟ୍ରକ । ୩ଟି ଟ୍ରକ ପରସ୍ପର ସହ ଧକ୍କା ହୋଇଛନ୍ତି । ପ୍ରଥମ ଟ୍ରକଟି ହଠାତ୍‌ ବ୍ରେକ ମାରିବାରୁ ପଛକୁ ପଛ ଆଉ ୨ଟି ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ । ପ୍ରଥମ ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ରହିଛି । ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ସମସ୍ତ ଆହତଙ୍କୁ ଉଦ୍ଧାର କରିଥିଲେ । ଘଟଣାସ୍ଥଳରେ ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।

Sonalisa

Recent Posts

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

5 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

15 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

26 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

55 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago