ରାଜ୍ୟ ସରକାରଙ୍କ ନୂଆ ପଦକ୍ଷେପ, ଦୁର୍ଘଟଣାରେ ଆହତଙ୍କୁ ହସ୍ପିଟାଲ ନେଲେ ମିଳିବ ପୁରସ୍କାର

ଭୁବନେଶ୍ବର(କେନ୍ୟୁଜ୍) : ରାଜ୍ୟ ସରକାରଙ୍କ ନୂଆ ପଦକ୍ଷେପ । ଦୁର୍ଘଟଣାରେ ଆହତଙ୍କୁ ହସ୍ପିଟାଲ ନେଲେ ମିଳିବ ପୁରସ୍କାର । ହସ୍ପିଟାଲ ନେଇଥିବା ବ୍ୟକ୍ତିଙ୍କୁ ୨୦୦୦ ଟଙ୍କାର ପୁରସ୍କାର ପ୍ରଦାନ କରାଯିବ । ଆନୁଷଙ୍ଗିକ ଖର୍ଚ୍ଚ ମଧ୍ୟ ସରକାରଙ୍କ ପକ୍ଷରୁ ବହନ କରାଯିବ । ସେହିପରି ଉଦ୍ଧାରକାରୀଙ୍କୁ ପୋଲିସ ହଇରାଣ କରିପାରିବେ ନାହିଁ । ପରିବହନ କମିଶନର ସଞ୍ଜୀବ ପଣ୍ଡା ଏନେଇ ସୂଚନା ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.