ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ-RWSS ଅଫିସ ଆକାଉଣ୍ଟାଣ୍ଟ

ନବରଙ୍ଗପୁର(କେନ୍ଯୁଜ୍): ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ । ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ । ନବରଙ୍ଗପୁର ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ-RWSS ଅଫିସ ଆକାଉଣ୍ଟାଣ୍ଟ ସୁମିତ କୁମାର ଭିଜିଲାନ୍‌ସ ହାତରେ ଧରାପଡ଼ିଛନ୍ତି ।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍‌ ରେଡ୍‌ କରୁଛି । ୨ଟି ଟିମ୍‌ ପକ୍ଷରୁ ଚଢ଼ାଉ କରାଯାଉଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.