ରାଜ୍ୟ

ନାବାଳିକାର ଗଳା କାଟି ହତ୍ୟା ଘଟଣା, ଛତିଶଗଡ଼ରୁ ଅଭିଯୁକ୍ତ ଗିରଫ

ଅନୁଗୁଳ (କେନ୍ୟୁଜ): ବହୁ ଚର୍ଚ୍ଚିତ ଅନୁଗୁଳ ଜିଲ୍ଲା କୁଇଓ ଗାଁର ନାବାଳିକା ହତ୍ୟା ଘଟଣାରେ ଅଭିଯୁକ୍ତ ଗିରଫ । ଗତ ମେ’ ୮ ତାରିଖରେ ଘଟିଥିଲା ଜଘନ୍ୟ ହତ୍ୟାକାଣ୍ଡ । ନାବାଳିକାର ଗଳାକାଟି ହତ୍ୟା କରାଯାଇଥିଲା । ପ୍ରାୟ ୨୦ ଦିନ ପରେ ଅଭିଯୁକ୍ତ ରଞ୍ଜନ ବେହେରାକୁ ପୋଲିସ୍‌ ଛତିଶଗଡ଼ରୁ ଗିରଫ କରିଛି । ଅନୁଗୋଳ ସଦର ପୋଲିସ୍‌ର ଏକ ଟିମ୍‌ ଅଭିଯୁକ୍ତ ରଞ୍ଜନକୁ ଗିରଫ କରିଛି । ତେବେ ହତ୍ୟାର କାରଣ ସ୍ପଷ୍ଟ ହୋଇନାହିଁ ।

Barsha

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

56 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

3 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago