ବାରିପଦା: ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ, ଅଭିଯୁକ୍ତ ଗିରଫ

ବାରିପଦା(କେ ନ୍ୟୁଜ): ବାରିପଦା ଟାଉନ ଥାନାରେ ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ । ଗୁରୁତର ଅବସ୍ଥାରେ ନାବାଳିକାକୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଅଭିଯୋଗ ଅନୁଯାୟୀ ବାରିପଦା ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ଅଭିଯୁକ୍ତ ଶିବ ସିଂକୁ ଗିରଫ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.