ଆଠଗଡ଼ (କେନ୍ୟୁଜ) : ଆଠଗଡ଼ ଥାନାରୁ ଚମ୍ପଟ ମାରିଲା ଆସାମୀ । କିଛି ଦିନ ତଳେ ବହୁ ଚର୍ଚ୍ଚିତ ଆମ୍ବୃତ ମଣୋହି ପାଟଣା ଗ୍ରାମ ବୋମା ମାଡ଼ ଘଟଣାରେ ଫେରାର ରହିଥିଲା ଏହି ଆସାମୀ। ଖବର ପାଇ ଗତକାଲି ବିଳମ୍ବିତ ରାତିରେ ଉଠାଇ ଆଣିଥିଲା ଆଠଗଡ଼ ପୋଲିସ୍। କିନ୍ତୁ ରାତି ପହିଲା ବେଳକୁ ପୋଲିସ ଆଖିରେ ଧୂଳି ଦେଇ ଖସି ପଳାଇଛି ।
ସୂଚନା ଅନୁସାରେ ଜଗି ରହିଥିବା ପୋଲିସ୍ କର୍ମଚାରୀ ଶୋଇ ପଡ଼ିଥିବା ବେଳେ କଏଦୀ ଜଣକ ଥାନାରୁ ଚମ୍ପଟ ମାରିବା କଥା କୁହାଯାଉଛି । ସେପଟେ ପୋଲିସ୍ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଥିବା ବେଳେ କଏଦୀଙ୍କ ପତ୍ତା ମିଳୁ ନଥିବା ଜଣା ପଡିଛି। ଆଠଗଡ଼ SDPO ଓ ଥାନା ଅଧିକାରୀ ବିଭିନ୍ନ ସ୍ଥାନରେ ଚଢାଉ କରୁଥିବା ସୂଚନା ରହିଛି।
କନ୍ଧମାଳ (କେନ୍ୟୁଜ୍): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…
ବାଲେଶ୍ବର (କେନ୍ୟୁଜ୍): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…
କଟକ(କେନ୍ୟୁଜ୍): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…
ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…
ଭୁବନେଶ୍ୱର(କେନ୍ୟୁଜ୍): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…
ବାଲେଶ୍ବର(କେନ୍ୟୁଜ୍): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…