ପୁଣି ୫ ଦିନିଆ ରିମାଣ୍ଡରେ ଅଭିଯୁକ୍ତ ଗୋପାଳ ଦାସ: ହେବ ନାର୍କୋ ଓ ପଲିଗ୍ରାଫ ଟେଷ୍ଟ

ଭୁବନେଶ୍ବର(କେନ୍ୟୁଜ୍): ନବ ଦାସଙ୍କୁ ଗୁଳି କରି ହତ୍ୟା ମାମଲାରେ ପୁଣି ୫ ଦିନିଆ ରିମାଣ୍ଡରେ ଅଭିଯୁକ୍ତ ଗୋପାଳ ଦାସ। ରିମାଣ୍ଡରେ ନେବାକୁ କ୍ରାଇମବ୍ରାଞ୍ଚକୁ ଅନୁମତି ଦେଲେ JMFC କୋର୍ଟ ।

ଅଭିଯୁକ୍ତ ଗୋପାଳର ହେବ ନାର୍କୋ ଓ ପଲିଗ୍ରାଫ ଟେଷ୍ଟ। ନାର୍କୋ ଓ ପଲିଗ୍ରାଫ ଟେଷ୍ଟ ପାଇଁ ଅନୁମତି ଦେଲେ JMFC କୋର୍ଟ । ଆଜି ଝାରସୁଗୁଡ଼ା JMFC କୋର୍ଟରେ ଅଭିଯୁକ୍ତ ଗୋପାଳ ଦାସକୁ ହାଜର କରାଯାଇଥିଲା। ପୋଲିସ କଡ଼ା ସୁରକ୍ଷା ମଧ୍ୟରେ ଗୋପାଳକୁ ଜେଲ୍‌ରୁ ଆଣିଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.