Below header

ଖିଚିଂ ମନ୍ଦିରରୁ ଚୋରି, ହୁଣ୍ଡି କାଟି ଲକ୍ଷାଧିକ ଟଙ୍କା ଓ ସୁନାଗହଣା ଲୁଟି ନେଲେ ଦୁର୍ବୁତ୍ତ

ଖିଚିଂ ମନ୍ଦିରରୁ ଚୋରି । ହୁଣ୍ଡି କାଟି ଲକ୍ଷାଧିକ ଟଙ୍କା ଓ ସୁନାଗହଣା ଚୋରି କରିନେଲେ ଦୁର୍ବୁତ୍ତ । ଗତକାଲି ବିଳମ୍ବିତ ରାତିରେ ଚୋରି ହୋଇଛି । ଖବର ପାଇ ରରୁଆ ଥାନା ଅଧିକାରୀ ମନ୍ଦିରରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

ମୟୁରଭଞ୍ଜ (କେନ୍ୟୁଜ): ଖିଚିଂ ମନ୍ଦିରରୁ ଚୋରି । ହୁଣ୍ଡି କାଟି ଲକ୍ଷାଧିକ ଟଙ୍କା ଓ ସୁନାଗହଣା ଚୋରି କରିନେଲେ ଦୁର୍ବୁତ୍ତ । ଗତକାଲି ବିଳମ୍ବିତ ରାତିରେ ଚୋରି ହୋଇଛି । ଖବର ପାଇ ରରୁଆ ଥାନା ଅଧିକାରୀ ମନ୍ଦିରରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ଖିଚିଂ ମନ୍ଦିରରେ ଗତ ୬ମାସ ମଧ୍ୟରେ ଦୁଇ ଦୁଇ ଥର ହୁଣ୍ଡି ଭାଙ୍ଗି ଚୋରି କରିଛନ୍ତି ଦୁର୍ବୁତ୍ତ । ବାରମ୍ବାର ଚୋରି ନେଇ ଅଭିଯୋଗ ପରେ ବି କୌଣସି ଆଖିଦୃଶିଆ କାର୍ଯ୍ୟାନୁଷ୍ଠାନ ହେଉନଥିବାରୁ ମନ୍ଦିର ସେବାୟତ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.