ରାଜ୍ୟ

ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ବିଦ୍ୟାଭାରତୀଙ୍କୁ ସାମୟିକ ଆଶ୍ୱସ୍ତି

ପାରଳାଖେମୁଣ୍ଡି (କେନ୍ୟୁଜ) : ବିଦ୍ୟାଭାରତୀଙ୍କୁ ସାମୟିକ ଆଶ୍ୱସ୍ତି। ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀଙ୍କୁ ଆଶ୍ୱସ୍ତି। ଗିରଫ ପାଇଁ ହାଇକୋର୍ଟରେ ଜାରି NBW ଉପରେ ରୋକ୍‌। ଜାମିନ୍‌ ବିହୀନ ଗିରଫ ପରୱାନା କାର୍ଯ୍ୟକାରୀ ନକରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଆସନ୍ତା ୨୭ ତାରିଖରେ ମାମଲାର ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ କରାଯାଇଛି।

୨୦୨୧ ଜୁଲାଇ ୧୨ରେ ଏସିଏଫ ସୌମ୍ୟରଞ୍ଜନ ମହାପାତ୍ରଙ୍କୁ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି କ୍ୱାର୍ଟରରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର କରାଯାଇଥିଲା । ପରଦିନ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ସୌମ୍ୟରଞ୍ଜନଙ୍କ ବାପା ଅଭିରାମ ମହାପାତ୍ର ପାରଳାଖେମୁଣ୍ଡି ଥାନାରେ ହତ୍ୟା ମାମଲା ଦାୟର କରିଥିଲେ । ଅଭିଯୋଗର ତଦନ୍ତ କରିଥିଲା କ୍ରାଇମବ୍ରାଞ୍ଚ । ତଦନ୍ତରେ ଅସନ୍ତୋଷ ପ୍ରକାଶ କରି ସେ ପାରଳାଖେମୁଣ୍ଡି ଏସଡିଜେଏମ କୋର୍ଟରେ ଏକ ୱାନ୍‌ ସିସି ମାମଲା ରୁଜୁ କରିଥିଲେ । ଏହି ମାମଲାରେ ତିନି ଜଣଙ୍କୁ ସମନ୍‌ ହୋଇଥିଲା।

 

Barsha

Recent Posts

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

2 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

2 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

9 hours ago

କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର

ଭୁବନେଶ୍ୱର : କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି।…

10 hours ago