କେନ୍ୟୁଜ୍(ବ୍ୟୁରୋ): ପୁଣି ଜଣେ ଓଡିଆ ହାସ୍ୟ ଅଭିନେତାଙ୍କ ମୃତ୍ୟୁ । ବିଭିନ୍ନ ସିରିଏଲ ଓ ଫିଲ୍ମ ଓ ମଞ୍ଚ ଅଭିନୟରେ ଅତି ନିଖୁଣ ହାସ୍ୟ ଅଭିନୟ କରି ଦର୍ଶକ ମାନଙ୍କୁ ବାନ୍ଧି ରଖୁଥିଲେ ଅଭିନେତା ଜିମୂତ ପଟ୍ଟନାୟକ। ମାତ୍ର ୬୩ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ଡକ୍ତରଖାନାରେ ଆଜି ସେ ଶେଷ ନିଃଶ୍ବାସ ତ୍ୟାଗ କରିଥିବା ସୂଚନା ମିଳିଛି।
ତେବେ ସେ କିଛି ଦିନ ହେବ କରୋନାରେ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଆଜି ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…