ବିଜେଡିରେ ଯୋଗଦେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

ବିଜେଡିରେ ଯୋଗଦେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ବିଜେଡି ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ଦଳରେ ଯୋଗଦେଇଛନ୍ତି ।

ଭୁବନେଶ୍ୱର : ବିଜେଡିରେ ଯୋଗଦେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ବିଜେଡି ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ଦଳରେ ଯୋଗଦେଇଛନ୍ତି । ବିଜେଡିରେ ମିଶିବା ପରେ ବର୍ଷା ପ୍ରିୟଦର୍ଶିନୀଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି ମୁଁ ନବୀନ ସାରଙ୍କ ବଡ଼ ଫ୍ୟାନ । ସାରଙ୍କ ନିର୍ମଳ ଭାବମୂର୍ତ୍ତି ଓ ବ୍ୟକ୍ତିତ୍ବ ପ୍ରଭାବିତ କରିଛି । ସାର କେବେ ବି କାହା ବିଷୟରେ କହନ୍ତି ନାହିଁ । ବିଜୁ ଜନତା ଦଳର ସମସ୍ତ କର୍ମକର୍ତ୍ତାଙ୍କୁ ଅନେକ ଅନେକ ଧନ୍ୟବାଦ ଦେଇଛନ୍ତି ବର୍ଷା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.