ରାଜ୍ୟ

ବର୍ଷା ଓ ଅନୁଭବ ବିବାଦ ପ୍ରସଙ୍ଗ: ସୁପ୍ରିମ୍‌କୋର୍ଟ ଗଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ବର: ବର୍ଷା ପ୍ରିୟଦର୍ଶିନୀ ଓ ଅନୁଭବ ବିବାଦ ପ୍ରସଙ୍ଗ । ସୁପ୍ରିମ୍‌କୋର୍ଟ ଗଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଅନୁଭବଙ୍କ ମାମଲା ଟ୍ରାନ୍ସଫର ପାଇଁ ଆବେଦନ କରିଛନ୍ତି ବର୍ଷା । ପଟିଆଲା ହାଉସ୍‌ କୋର୍ଟରେ ମାମଲା କରିଛନ୍ତି ଅନୁଭବ । ମାମଲା କଟକ ସ୍ଥାନାନ୍ତର ପାଇଁ ଆବେଦନ କଲେ ବର୍ଷା । ବର୍ଷା ପୂର୍ବରୁ କହିଥିଲେ ‌ଯେ ସେ ମାମଲା ଲଢ଼ିବାକୁ ଦିଲ୍ଲୀ ଯାଇପାରିବେ ନାହିଁ।

ବର୍ଷା କାହିଁକି ମାମଲାକୁ କଟକ ଫ୍ୟାମିଲି କୋର୍ଟକୁ ସ୍ଥାନାନ୍ତରିତ କରିବାକୁ ଚାହାନ୍ତି ସେ ସବୁ ବିଷୟରେ ତାଙ୍କ ଆବେଦନ ପତ୍ରରେ ଉଲ୍ଲେଖ ରହିଛି। ଯେହେତୁ ଅନୁଭବଙ୍କୁ ଦିଲ୍ଲୀସ୍ଥିତ ତାଙ୍କ ସାଂସଦ କ୍ବ‌ାର୍ଟରରେ ଅଧିକାଂଶ ସମୟ ରହିବାକୁ ପଡ଼େ, ସେହି ଆଧାରରେ ସେ ଦିଲ୍ଲୀର ପଟିଆଲା ହାଉସ୍‌ କୋର୍ଟରେ ଛାଡ଼ପତ୍ର ମାମଲା ଦାୟର କରିଥି‌ଲେ। ମାତ୍ର ନିଜର ଅସୁବିଧା ଦର୍ଶାଇ ବର୍ଷା ସେହି ମାମଲାକୁ କଟକ ସ୍ଥାନାନ୍ତର କରିବାକୁ ଆବେଦନ କରିଛନ୍ତି।

Sonalisa

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

4 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

4 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago