ଭୁବନେଶ୍ୱର କୋର୍ଟରେ ପ୍ରକୃତି ମିଶ୍ର, ୫ କୋଟି ଟଙ୍କାର କଲେ ମାନହାନୀ ମକଦ୍ଦମା

ଭୁବନେଶ୍ୱର(କେନ୍ୟୁଜ୍): ଭୁବନେଶ୍ୱର କୋର୍ଟରେ ପ୍ରକୃତି ମିଶ୍ର ଓ ତାଙ୍କ ଓକିଲ ବ୍ୟୋମକେଶ। ୫ କୋଟି ଟଙ୍କାର ମାନହାନୀ ମକଦ୍ଦମା କଲେ ପ୍ରକୃତି ମିଶ୍ର। ବାବୁସାନଙ୍କ ପତ୍ନୀ ତୃପ୍ତି ଶତପଥି ଓ ଶ୍ୱଶୁରଙ୍କ ନାଁରେ ମକଦ୍ଦମା କରିଛନ୍ତି।…ଜୁଲାଇ ୨୩ ତାରିଖରେ ବାବୁସାନଙ୍କ ଗାଡ଼ିରେ ପ୍ରକୃତି ମିଶ୍ରଙ୍କୁ ଦେଖି ରାସ୍ତାରେ ଝଗଡ଼ା କରିଥିଲେ ବାବୁସାନଙ୍କ ପତ୍ନୀ ତୃପ୍ତି ଶତପଥୀ । ଯାହାର ଭିଡିଓ ଭାଇରାଲ୍‌ ହୋଇଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.