ରାଜ୍ୟ

ବାଲେଶ୍ୱରର ସ୍ୱାଧୀନ ପ୍ରାର୍ଥୀ ବେଣୁ ବାରିକଙ୍କ ବିଜୟ କାମନା କରି ପୂଜା କଲେ ଅଭିନେତ୍ରୀ ରାଣୀ ପ୍ରିୟଦର୍ଶନୀ, ଜାଳିଲେ ୧୦୮ ଦୀପ

ବାଲେଶ୍ୱର: ବାଲେଶ୍ୱର ସଦର ଆସନ ସ୍ୱାଧୀନ ପ୍ରାର୍ଥୀ ବେଣୁ ବାରିକଙ୍କ ବିଜୟ ପାଇଁ ପୂଜା କଲେ ଅଭିନେତ୍ରୀ ରାଣୀ ପ୍ରିୟଦର୍ଶନୀ । ସକାଳୁ ସକାଳୁ ଲିଙ୍ଗରାଜ ମନ୍ଦିର ଯାଇ ବେଣୁଙ୍କ ପାଇଁ ପୂଜାର୍ଚ୍ଚନା କରିଛନ୍ତି । ୧୦୮ ଦୀପ ଜାଳିବା ସହ ୧୦୮ ବେଲପତ୍ର ଲିଙ୍ଗରାଜଙ୍କ ପାଖରେ ଚଢାଇଛନ୍ତି ।

ଆସନ୍ତାକାଲି ଉପନିର୍ବାଚନ ଫଳାଫଳ ଘୋଷଣା କରାଯିବ । ବାଲେଶ୍ୱର ସଦର ଆସନ ପାଇଁ ସ୍ୱାଧୀନ ପ୍ରାର୍ଥୀ ୮୦ ବର୍ଷୀୟ ବେଣୁଧର ବାରିକ ବେଶ ଚର୍ଚ୍ଚାରେ ଅଛନ୍ତି । କାଲି ଫଳାଫଳ ଆସିବା ପୂର୍ବରୁ ପ୍ରଭୁ ଲିଙ୍ଗରାଜଙ୍କ ନିକଟରେ ବିଜ କାମନା କରି ପୂଜାର୍ଚ୍ଚନା କରିଛନ୍ତି ରାଣୀ।

 

Sonalisa

Recent Posts

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

9 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

38 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

57 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago