ଅଭିନେତ୍ରୀ ରଶ୍ମିରେଖାଙ୍କ ବୟଫ୍ରେଣ୍ଡଙ୍କ ଆତ୍ମହତ୍ୟା, ରାଉରକେଲା ବାସନ୍ତୀ କଲୋନୀ ଘରୁ ମିଳିଲା ଝୁଲନ୍ତା ମୃତଦେହ

ରାଉରକେଲା(କେନ୍ୟୁଜ୍): ଅଭିନେତ୍ରୀ ରଶ୍ମିରେଖାଙ୍କ ବୟଫ୍ରେଣ୍ଡଙ୍କ ଆତ୍ମହତ୍ୟା। ରାଉରକେଲା ବାସନ୍ତୀ କଲୋନୀ ଘରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର। ଉଦିତ୍‌ ନଗର ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ କରୁଛି।

ଜୁନ୍‌ ୧୯ରେ ରଶ୍ମିରେଖା ଭୁବନେଶ୍ୱର ନୟାପଲ୍ଲୀସ୍ଥିତ ଘରେ ଆତ୍ମହତ୍ୟା କରିଥିଲେ। ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଥିଲେ ପରିବାର ଲୋକ । ଘଟଣାରେ କମିଶନରେଟ୍‌ ପୋଲିସ ସନ୍ତୋଷଙ୍କୁ ଜେରା ମଧ୍ୟ କରିଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.