ରାଜ୍ୟ ମହିଳା କମିଶନଙ୍କ ନିକଟରେ ପହଞ୍ଚିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ବର: ରାଜ୍ୟ ମହିଳା କମିଶନଙ୍କ ନିକଟରେ ପହଞ୍ଚିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ତାଙ୍କୁ ହାଜର ହେବା ପାଇଁ ନୋଟିସ୍‌ କରିଥିଲେ ମହିଳା କମିଶନ।

ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲାରେ ପୂର୍ବରୁ ମହିଳା କମିଶନଙ୍କ ଦ୍ୱାରସ୍ଥ ହୋଇଥିଲେ ବର୍ଷା ପ୍ରିୟଦର୍ଶିନୀ। ଅନୁଭବ ମହାନ୍ତିଙ୍କ ବାପା ଓ ମାଆ ମଧ୍ୟ ମହିଳା କମିଶନଙ୍କ ପାଖରେ ହାଜର ହେବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.