ଭୁବନେଶ୍ବର: ରାଜ୍ୟ ମହିଳା କମିଶନଙ୍କ ନିକଟରେ ପହଞ୍ଚିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ତାଙ୍କୁ ହାଜର ହେବା ପାଇଁ ନୋଟିସ୍ କରିଥିଲେ ମହିଳା କମିଶନ।
ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲାରେ ପୂର୍ବରୁ ମହିଳା କମିଶନଙ୍କ ଦ୍ୱାରସ୍ଥ ହୋଇଥିଲେ ବର୍ଷା ପ୍ରିୟଦର୍ଶିନୀ। ଅନୁଭବ ମହାନ୍ତିଙ୍କ ବାପା ଓ ମାଆ ମଧ୍ୟ ମହିଳା କମିଶନଙ୍କ ପାଖରେ ହାଜର ହେବେ।
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…