Below header

କ୍ରାଇମବ୍ରାଞ୍ଚ ଏସଟିଏଫ ଡିଆଇଜି ଜୟ ନାରାୟଣ ପଙ୍କଜଙ୍କୁ କେନ୍ଦ୍ରାଞ୍ଚଳ ଡିଆଇଜି ଭାବେ ଅତିରିକ୍ତ ନିୟୁକ୍ତି

ଭୁବନେଶ୍ବର: କ୍ରାଇମବ୍ରାଞ୍ଚ ଏସଟିଏଫ ଡିଆଇଜି ଜୟ ନାରାୟଣ ପଙ୍କଜଙ୍କୁ କେନ୍ଦ୍ରାଞ୍ଚଳ ଡିଆଇଜି ଭାବେ ଅତିରିକ୍ତ ନିୟୁକ୍ତି ଦିଆଯାଇଛି । କେନ୍ଦ୍ରାଞ୍ଚଳ ଡିଆଇଜି ଥିବା ଆଇପିଏସ ଅଫିସର ଆଶିଷ ସିଂହଙ୍କୁ ଅବକାରୀ କମିଶନର ଭାବେ ନିଯୁକ୍ତ କରାଯିବା ପରେ ଜେ ଏନ ପଙ୍କଜଙ୍କୁ ଅତିରିକ୍ତ ନିଯୁକ୍ତି ମିଳିଛି ।

ଏନେଇ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.