Below header

ଭିଜିଲାନ୍ସ ଜାଲରେ ଅତିରିକ୍ତ ଯନ୍ତ୍ରୀ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍

ଭିଜିଲାନ୍ସ ଜାଲରେ ଅତିରିକ୍ତ ଯନ୍ତ୍ରୀ। ଭବାନୀପାଟଣା ସରକାରୀ ଜଳ ଯୋଗାଣ ବିଭାଗର ଜିପିଏସ ସେକ୍ସନ ଅତିରିକ୍ତ ଯନ୍ତ୍ରୀ କୃଷ୍ଣ ଚନ୍ଦ୍ର ସାହୁଙ୍କୁ ଘରେ ଭିଜଲାନ୍ସ ବିଭାଗର ଚଢାଉ ।

ଭବାନୀପାଟଣା (କେନ୍ୟୁଜ): ଭିଜିଲାନ୍ସ ଜାଲରେ ଅତିରିକ୍ତ ଯନ୍ତ୍ରୀ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗର ଚଢ଼ାଉ । ଭବାନୀପାଟଣା ସରକାରୀ ଜଳ ଯୋଗାଣ ବିଭାଗର ଜିପିଏସ ସେକ୍ସନ ଅତିରିକ୍ତ ଯନ୍ତ୍ରୀ କୃଷ୍ଣ ଚନ୍ଦ୍ର ସାହୁଙ୍କୁ ଘରେ ଭିଜଲାନ୍ସ ବିଭାଗର ଚଢାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ଜଳେଶ୍ୱର ମନ୍ଦିର ରାସ୍ତାରେ ଥିବା ସରକାରୀ ବାସଭବନ ସହ କାର୍ଯ୍ୟାଳୟରେ ଏକକାଳୀନ ଚାଲିଛି ରେଡ୍‌। ଏବେବି ଚଢାଉ ଜାରି ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.