ଭିଜିଲାନ୍ସ ଜାଲରେ ରାୟଗଡ଼ା ଡିଭିଜନ୍‌-୨ ଗୁଣପୁର ପୂର୍ତ୍ତ ବିଭାଗର ଅତିରିକ୍ତ ନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୫ଟି ସ୍ଥାନରେ ଚାଲିଛି ଚଢାଉ

ରାୟଗଡ଼ା : ଭିଜିଲାନ୍ସ ଜାଲରେ ଅତିରିକ୍ତ ନିର୍ବାହୀ ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରିଛି ଭିଜିଲାନ୍ସ।

ରାୟଗଡ଼ା ଡିଭିଜନ୍‌-୨ ଗୁଣପୁର ପୂର୍ତ୍ତ ବିଭାଗ AEE ଙ୍କ ଘର ସମେତ ଏକକାଳୀନ ୫ଟି ସ୍ଥାନରେ ଚଢାଉ ଚାଲିଛି। ରାୟଗଡ଼ା ସହ ବ୍ରହ୍ମପୁର, ପୁରୀ, ଧରାକୋଟରେ ଚାଲିଛି ଚଢ଼ାଉ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.