ରାଜ୍ୟ

ମିଳିଲା ନିଖୋଜ ଡାକ୍ତରଙ୍କ ପତ୍ତା, କର୍ଣ୍ଣାଟକ ପୋଲିସ ହେପାଜତରେ ଥିବା ସୂଚନା

ମାଲକାନଗିରି (କେନ୍ୟୁଜ): ମିଳିଲା ନିଖୋଜ ଡାକ୍ତରଙ୍କ ପତ୍ତା । ଡାକ୍ତର ଅମ୍ଳାନ କୁମାର ଭୋଇ କର୍ଣ୍ଣାଟକ ପୋଲିସ ହେପାଜତରେ ଥିବା ମାଲକାନଗିରି ଏସପି ସୂଚନା ଦେଇଛନ୍ତି । ଗତ ୧ ତାରିଖରୁ କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର ଅମ୍ଲାନ ଭୋଇ ନିଖୋଜ ନେଇ ଅଭିଯୋଗ ହୋଇଥିଲା ।  ଅଭିଯୋଗ ପରେ ଡାକ୍ତର ଭୋଇ ରହୁଥିବା କ୍ବାର୍ଟରକୁ ଯାଇ ପୋଲିସ ତଦନ୍ତ ଆରମ୍ଭ କରିଥିଲା ।  ଘଟଣାସ୍ଥଳରୁ ଏକ ପୁରୁଣା ମୋବାଇଲ ଓ ସିପିଆଇ ମାଓବାଦୀଙ୍କ ନାମରେ ଏକ ପୋଷ୍ଟର ମିଳିିଥିଲା ।  ମିଳିଥିବା ମାଓ ପୋଷ୍ଟରରେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ଅଭାବ ଓ ରୋଗୀ ସେବା ବ୍ୟାହତ ନେଇ ଉଲ୍ଲେଖ ରହିଥିଲା ।

ସେପଟେ ଡାକ୍ତରଙ୍କୁ ମାଓବାଦୀ ଅପହରଣ କରିଥିବା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ ପରିବାର ଲୋକ ।   ଅପରପକ୍ଷରେ ଅପହୃତ ଡାକ୍ତରଙ୍କ ପରିବାରବର୍ଗ କନ୍ଧମାଳ ଜିଲ୍ଲାପାଳଙ୍କୁ ଫୁଲବାଣୀ ଠାରେ ଭେଟି ପୁଅକୁ ସୁରକ୍ଷିତ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରିବାକୁ ନିବେଦନ କରିଥିଲେ ।  ତେବେ କନ୍ଧମାଳ ଜିଲ୍ଲା ଟିକାବାଲି ସହର ଭୋଇ ସାହିର ଡାକ୍ତର ଅମ୍ଳାନ ଭୋଇ ମାଲକାନଗିରି ଜିଲ୍ଲା ଅନ୍ତର୍ଗତ କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଗତ ୬ ମାସ ଧରି କାର୍ଯ୍ୟରତ ଥିଲେ ।

Barsha

Recent Posts

ଥାନା ଭିତରେ ବୋହୂ, ବାହାରେ ନାତି ନାତୁଣିଙ୍କୁ ଧରି ଛିଡା ହୋଇଛନ୍ତି ଶାଶୁ

ଚୌଦ୍ୱାର : ଶାଶୁ କହୁ କହୁ କାନ୍ଦି ପକାଉଛନ୍ତି । ନିଜର ନାତି ନାତୁଣୀଙ୍କୁ ଧରି ଶାଶୁ ପହଁଚିଛନ୍ତି ଥାନାରେ…

33 mins ago

ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା, ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…

43 mins ago

OSRTC ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

55 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

1 hour ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

1 hour ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

1 hour ago