ରାଜ୍ୟ

୨ ଦିନ ପରେ ଆହୁରି ବଢିବ ତାପମାତ୍ରା, ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ବହିବ ଗ୍ରୀଷ୍ମଲହରୀ

ଭୁବନେଶ୍ୱର(କେନ୍ୟୁଜ): ୨ଦିନ ପରେ ବଢିବ ତାତି। ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ଅନୁଭୂତ ହେବ ଅସହ୍ୟ ଗ୍ରୀଷ୍ମଲହରୀ। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେପଟେ ରାଜ୍ୟରେ ବଢୁଛି ତାତି। ୭ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି। ୪୦.୮ ଡିଗ୍ରୀ ସହ ସମ୍ବଲପୁର ସବୁଠୁ ଉତ୍ତପ୍ତ ସହର ପାଲଟିଛି।

ଭୁବନେଶ୍ୱରରେ ୩୮.୪ ଓ କଟକରେ ୩୭.୪ ଡିଗ୍ରୀ ରେକର୍ଡ କରାଯାଇଛି। ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୫ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ଆଗାମୀ ୫ଦିନ ଯାଏ ପାଗ ଶୁଖିଲା ରହିବ ଓ କୌଣସି ପରିବର୍ତ୍ତନ ହେବ ନାହିଁ।

Barsha

Recent Posts

ମଥୁରା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ , ବୃଦ୍ଧା ପୋଡ଼ି ଗୁରୁତର

ବୌଦ୍ଧ/ହରଭଂଗା : ବିଳମ୍ବିତ ରାତ୍ରରେ ବୌଦ୍ଧ ଥାନା ଅନ୍ତର୍ଗତ ମଥୁରା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ନିଆଁରେ ଗୋଟିଏ…

8 mins ago

ଆମେରିକାର ଓ୍ଵାଟର ପାର୍କରେ ଫୁଟିଲା ଗୁଳି, ୨ ଶିଶୁଙ୍କ ସମେତ ୮ ଜଣ ଆହତ

ଆମେରିକାରେ ପୁଣି ଫୁଟିଲା ଗୁଳି । ମିଶିଗନର ସବୁଠୁ ବଡ଼ ସହର ଡେଟ୍ରୋଇଟ୍ ନିକଟରେ ଥିବା ଏକ ୱାଟର ପାର୍କରେ…

14 mins ago

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ଦିନ ମଜୁରିଆଙ୍କ ଜୀବନ, ଗାଁ ଲୋକଙ୍କ କ୍ଷତି ପୂରଣ ଦାବି

ଆଳି(କେନ୍ୟୁଜ): ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି । କ୍ଷତି ପୂରଣ ଦାବିରେ କଟକ-ଚାନ୍ଦବାଲି…

37 mins ago

ବିପଦରେ ଗଜରାଜ, ପାଣି ପିଇବାକୁ ଆସି ନାଳରେ ଫସିଗଲେ ୩ ହାତୀ

ନରସିଂହପୁର : କଟକ ଜିଲ୍ଲା ବଡ଼ମ୍ବା ,ନରସିଂହପୁରରେ ବିଭିନ୍ନ ସମୟ ରେ ବିପଦରେ ଗଜରାଜ ଦେଖିବାକୁ ମିଳିଛି । କେତେବେଳେ…

39 mins ago

ଜମ୍ମୁ ଅଞ୍ଚଳରୁ ଆତଙ୍କବାଦ ମୂଳପୋଛ ନେଇ ବିଗ୍‌ ପ୍ଲାନ…ଆଜି ଅମିତ୍‌ ଶାହ କରୁଛନ୍ତି ଉଚ୍ଚ ସ୍ତରୀୟ ବୈଠକ

ଜମ୍ମୁ ଅଞ୍ଚଳରେ ନିକଟରେ ହୋଇଥିବା ଆତଙ୍କବାଦ ଘଟଣା ଏବଂ ଅମରନାଥ ଯାତ୍ରାର ସୁରକ୍ଷାକୁ ନେଇ ଆଜି ଗୃହ ମନ୍ତ୍ରଣାଳୟରେ ବସୁଛି…

59 mins ago

ଆଜି ୟୁପିଏସସି ସିଭିଲ ସର୍ଭିସ ପ୍ରିଲିମ ପରୀକ୍ଷ, କପି ରୋକିବା ପାଇଁ କଡ଼ାକଡ଼ି ଯାଞ୍ଚ ବ୍ୟବସ୍ଥା

ଆଜି ୟୁପିଏସସି ସିଭିଲ ସର୍ଭିସ ପ୍ରିଲିମ ପରୀକ୍ଷା । ଦୁଇଟି ସିଟଂରେ ପରୀକ୍ଷା ହେବ। ପ୍ରଥମ ସିଟିଂ ପରୀକ୍ଷା ଆରମ୍ଭ…

1 hour ago