Categories: ରାଜ୍ୟ

ବଲାଙ୍ଗିରରେ ବନ୍ୟା ପରବର୍ତ୍ତୀ ଦୁର୍ଦ୍ଦଶା, କେଉଁଠି ଖାଇବାକୁ ମିଳୁନି ତ ଆଉ କେଉଁଠି ଭାଙ୍ଗିଯାଇଛି ଘର

ବଲାଙ୍ଗିର (କେନ୍ୟୁଜ୍) : ବଢିଚାଲିଛି ବନ୍ୟା ପରବର୍ତ୍ତୀ ଦୁର୍ଦ୍ଦଶା। କେଉଁଠି ଘର ଭାଙ୍ଗିଯାଇଛି ତ ଆଉ କେଉଁଠି ଖାଇବାକୁ ମିଳୁନି। ବନ୍ୟାରେ ବଲାଙ୍ଗିର ସହର ଅବସ୍ଥା ସାଙ୍ଘାତିକ ହୋଇପଡିଥିବାବେଳେ ରିଲିଫ୍ ସାମଗ୍ରୀ ନପାଇ ରାସ୍ତାକୁ ଓହ୍ଲାଇଲେ ବଲାଙ୍ଗିର ବାସିନ୍ଦା। ପ୍ୟାଲେସ ଲାଇନ୍ ଦୁର୍ଗାମଣ୍ଡପ ଛକରେ ରାସ୍ତା ଅବରୋଧ କରି ଆନ୍ଦୋଳନରେ ବସିଛନ୍ତି। ବଲାଙ୍ଗିର-ଟିଟିଲାଗଡ଼ ରାସ୍ତାରେ ଟାୟାର ଜାଳି ଅବରୋଧ କରିବା ଫଳରେ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ସହାୟତା ନମିଳିବା ପର‌୍ୟ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ଗତ ୧୪ ତାରିଖରେ ଲଗାଣ ବର୍ଷାରେ ସହରରେ ବନ୍ୟା ସ୍ଥିତି ସୃଷ୍ଟି ହୋଇ ଲୋକଙ୍କ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। କିଛି ସ୍ଥାନରେ ଘର ଭାଙ୍ଗିଯିବାରୁ ଅନେକ ଲୋକ ବାସହରା ହୋଇଯାଇଛନ୍ତି।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago