ଭୁବନେଶ୍ବର(କେନ୍ୟୁଜ୍) : ଦିନକ ପରେ ନୂଆବର୍ଷ। ୨୦୧୮କୁ ବିଦାୟ ଓ ୨୦୧୯କୁ ସ୍ୱାଗତ ପାଇଁ ସବୁଠି ଜୋରଦାର ପ୍ରସ୍ତୁତି। ହୋଟେଲ ଓ କ୍ଲବରେ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଷ୍ଟାର ନାଇଟ୍ ସାଙ୍ଗକୁ ମେନ୍ୟୁରେ ରଖାଯାଇଛି ବିଭିନ୍ନ ପ୍ରକାର ଖାଦ୍ୟ ଓ ପାନୀୟ। ଚିକ୍ମିକ୍ ଆଲୁଅରେ ସଜେଇହେଲାଣି ହୋଟେଲ। ପୁରୀରେ ବିଭିନ୍ନ ତାରକା ହୋଟେଲ ଗୁଡିକରେ ବିଭିନ୍ନ ସାଂସ୍କୃତିକ କାର୍ୟ୍ୟକ୍ରମର ଆୟୋଜନ କରାଯିବ ସହ ପର୍ୟ୍ୟଟନ ବିଭାଗ,ହୋଟେଲ ଆସୋସିଏସନ୍ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସେପଟେ ଜିରୋ ନାଇଟ୍ ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…