ରାଜ୍ୟ

ଦୁର୍ଘଟଣା ପରେ ହୁ ହୁ ହୋଇ ଜଳିଗଲା ଟ୍ରକ୍‌ ଓ ବାଇକ୍‌

ଅନୁଗୋଳ(କେନ୍ୟୁଜ):ଦୁର୍ଘଟଣା ପରେ ଟ୍ରକ୍‌ରେ ଲାଗିଲା ନିଆଁ । ହୁ ହୁ ହୋଇ ଜଳିଗଲା ଟ୍ରକ୍‌ ଓ ବାଇକ୍‌ । ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଜୁରାଗାଡ଼ିଆ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଟିମ୍‌ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ।

ଟ୍ରକଟି ବଅଁରପାଳ ଅଭିମୁଖେ ଯାଉଥିଲା । ଏତିକିବେଳେ ୫୫ ନମ୍ବର ଜାତୀୟ ରାଜପଥର ଜୁରାଗାଡ଼ିଆ ଛକରେ ଭାରସାମ୍ୟ ହରାଇ ଟ୍ରକ୍‌ରେ ପିଟି ହୋଇଥିଲା ବାଇକ୍‌ । ଦୁର୍ଘଟଣା ପରେ ନିଆଁ ଲାଗି ଯାଇଥିଲା । ଜଳି ଯାଇଥିଲା ଟ୍ରକ୍‌ ଓ ବାଇକ । ବଡ଼ ଦୁର୍ଘଟଣାରୁ ବର୍ତ୍ତି ଯାଇଥିଲେ ଟ୍ରକ୍‌ ଓ ବାଇକ୍‌ ଚାଳକ ।

Sonalisa

Recent Posts

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

18 seconds ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

23 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

31 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

37 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

45 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

48 mins ago