ରାଜ୍ୟ

ବାହାନଗା ଟ୍ରେନ୍‌ ଦୁର୍ଘଟଣା ପରେ ପୁରୀ-କୋଲକାତା ବସ୍‌ ନେଉଛନ୍ତି ମନଇଚ୍ଛା ଭଡ଼ା

ବାଲେଶ୍ୱର (କେନ୍ୟୁଜ): ବାଲେଶ୍ୱର ବାହାନଗା ଟ୍ରେନ୍‌ ଦୁର୍ଘଟଣା ଘଟଣା। ଏହି ଦୁଃଖଦ ସମୟରେ ପୁରୀରୁ କୋଲକାତା ଅଭିମୁଖେ ଯାତ୍ରା କରୁଥିବା ସ୍ପେଶାଲ ବସ୍‌ ଗୁଡ଼ିକ ମନଇଛା ଭଡ଼ା ନେଉଛନ୍ତି। ଫଳରେ ବିପଦର ରହି ମଧ୍ୟ ଯାତ୍ରୀମାନେ ଶୋଷଣର ଶିକାର ହେବାକୁ ପଡୁଛି। ଏପରି ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ପରିବହନ ବିଭାଗ ଓ ପୋଲିସ ପ୍ରଶାସନକୁ ମୁଖ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି।

ସେପଟେ ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା ପରେ ବାଲେଶ୍ୱର ରୁଟରେ ରେଳ ସେବା ପ୍ରଭାବିତ ହୋଇଛି। ଆଜି ପାଇଁ ଏକାଧିକ ଏକ୍ସପ୍ରେସ ସହ ପାସେଞ୍ଜର ଟ୍ରେନ୍ ବାତିଲ କରାଯାଇଛି। ଦୁଇଟି ସୁପର୍‌ ଫାଷ୍ଟ ଓ ଗୋଟିଏ ମାଲ୍‌ଗାଡ଼ି ମଧ୍ୟରେ ଦୁର୍ଘଟଣାରେ ୨୩୮ ଜଣଙ୍କ ମୃତ୍ୟୁ ହୋଇଛି । ୯ ଶହରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି ବୋଲି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ସେମାନଙ୍କୁ ବିଭିନ୍ନ ମେଡିକାଲରେ ଭର୍ତ୍ତି କରାଯାଇଛି। ବାହାନାଗା ଦୁର୍ଘଟଣା ପରେ ଏହି ରୁଟ୍‌ରେ ଯାଉଥିବା ବହୁ ଟ୍ରେନ୍‌କୁ ବାତିଲ୍‌ କରାଯାଇଥିବା ବେଳେ ଅନେକ ଟ୍ରେନ ଗୁଡ଼ିକର ଚଳାଚଳ ପ୍ରଭାବିତ ହୋଇଛି।

Barsha

Recent Posts

ହାଇୱାକୁ ପଛପଟୁ ଧକ୍କା ଦେଲା ବସ୍; ଜଣେ ମୃତ, ୧୦ ଆହତ

ଯାଜପୁର (କେନ୍ୟୁଜ): ହାଇୱାକୁ ପଛପଟୁ ଧକ୍କା ଦେଲା ବସ୍ । ଜଣେ ମୃତ, ୧୦ ଆହତ । ଯାଜପୁର ୧୬ନଂ…

10 mins ago

ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା, ଶେଷ ହେବ ତିନି ରଥର ଚକ ଅଖ ଡେରା ନୀତି

ପୁରୀ (କେନ୍ୟୁଜ): ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା । ଶ୍ରୀକ୍ଷେତ୍ରରେ ସମ୍ପୂର୍ଣ୍ଣ ହେବ ତିନି ରଥର ଚକ ଅଖ ଡେରା…

25 mins ago

ପୁଣି କଲବଲ କଲାଣି ଗରମ ଓ ଗୁଳୁଗୁଳି, ଆଜି ହିଟ ୱେଭ ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ପୁଣି କଲବଲ କଲାଣି ଗରମ ଓ ଗୁଳୁଗୁଳି ।  ବାୟୁମଣ୍ଡଳରେ ଆଦ୍ରତା ବୃଦ୍ଧି ପାଇଥିବାରୁ ଅଧିକ ଗୁଳୁଗୁଳି…

37 mins ago

ଶେଷ ପର୍ଯ୍ୟାୟ ନିର୍ବାଚନ: ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର (କେନ୍ୟୁଜ): ଓଡିଶାରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ପାଇଁ କ୍ୟାମ୍ପେନ ଘମାସାନ । ଆଜି ଓଡ଼ିଶାର ୩ଟି ସ୍ଥାନରେ…

48 mins ago

ଆଜିର ରାଶିଫଳ: ଦିନଟି ଆପଣଙ୍କର କିପରି ବିତିବ ଜାଣନ୍ତୁ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଶକ୍ତିଶାଳୀ ହେବାକୁ ଯାଉଛି । ଆପଣ ଠିକ୍ ସମୟରେ କାର୍ଯ୍ୟ ସମାପ୍ତ କରିବାକୁ…

8 hours ago

ଯାତ୍ରୀବାହୀ ବସ୍ ଓଲଟି ୩ ମୃତ, ୫ ଗୁରୁତର

କନ୍ଧମାଳ :  କନ୍ଧମାଳରେ ଓଲଟିଲା ଯାତ୍ରୀବାହୀ ବସ୍ । ୩ ଯାତ୍ରୀ ମୃତ, ୫୦ରୁ ଅଧିକ ଯାତ୍ରୀ ଆହତ ।…

10 hours ago