ରାଜ୍ୟ

ଟ୍ରାଙ୍କୁଲାଇଜ୍‌ ପରେ ଚନ୍ଦକାକୁ ଗଲା ଦନ୍ତା, କ୍ରେନ୍‌ ସାହାଯ୍ୟରେ ଉଠାଯିବା ପରେ ଟ୍ରକରେ ନିଆଗଲା

ଭୁବନେଶ୍ୱର(କେନ୍ୟୁଜ୍): ଟ୍ରାଙ୍କୁଲାଇଜ୍‌ ପରେ ଚନ୍ଦକାକୁ ନିଆଯାଉଛି ଦନ୍ତା। କ୍ରେନ୍‌ ସାହାଯ୍ୟରେ ଉଠାଯିବା ପରେ ହାତୀକୁ ଟ୍ରକରେ ରଖାଯାଇଛି। ଏହାପରେ ସ୍ଥାନାନ୍ତର କରାଯାଉଛି। ଗତକାଲି ବିଳମ୍ବିତ ରାତିରେ ଧଉଳିରୁ ଗ୍ୟାରେଜ ଛକ ଦେଇ ଲିଙ୍ଗରାଜ ମନ୍ଦିର ପର୍ଯ୍ୟନ୍ତ ପଶିଆସିଥିଲା ଦନ୍ତା। ସହର ମଧ୍ୟକୁ ପଶିଅଆସିଥିବାରୁ ନାକେଦମ୍‌ ହୋଇଥିଲ ବନବିଭାଗ କର୍ମଚାରୀ।

ଧଉଳିରୁ ଗ୍ୟାରେଜ ଛକ ଦେଇ ଲିଙ୍ଗରାଜ ମନ୍ଦିର ପର୍ଯ୍ୟନ୍ତ ଆସିଥିଲା। ଦିନରେ ପିପିଲିରେ ଆତଙ୍କ ଖେଳାଇବା ପରେ ରାତିରେ ଭୁବନେଶ୍ୱରରେ ପସିଥିଲା। ଆଇଗିଣିଆ ଶନି ମନ୍ଦିର ନିକଟରେ ହାତୀଟିକୁ ଟ୍ରାଙ୍କୁଲାଇଜ୍‌ କରିଥିଲା ବନ ବିଭାଗ । ଏହାପରେ ଟ୍ରକରେ ନିଆଯାଇ ଚନ୍ଦକା ଜଙ୍ଗଲରେ ଛଡାଯିବ।

Sonalisa

Recent Posts

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

1 hour ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

2 hours ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

2 hours ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

2 hours ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

2 hours ago

ବିଚାରାଧୀନ ମହିଳା କଏଦୀଙ୍କ ମୃତ୍ୟୁ

ରାଇରଙ୍ଗପୁର (କେନ୍ୟୁଜ୍‌) : ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପକାରାଗାର ର ବିଚାରାଧୀନ ମହିଳା କଏଦୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ। ମୃତ…

3 hours ago