Below header

ଆଜି ବି ଚାଲିପାରିଲାନି ବିଧାନସଭାର ପ୍ରଶ୍ନକାଳ, ବିଜେପି ବିଧାୟକଙ୍କ ହଟ୍ଟଗୋଳ

ଭୁବନେଶ୍ବର (କେନ୍ୟୁଜ୍) : ଆଜି ବି ଚାଲିପାରିଲାନି ବିଧାନସଭାର ପ୍ରଶ୍ନକାଳ । ବିରୋଧୀ ବିଜେପି ବିଧାୟକଙ୍କ ହଟ୍ଟଗୋଳ ଯୋଗୁ ପ୍ରଶ୍ନକାଳ ମୁଲତବୀ । ଦିନ ୧୧ଟା ୩୦ ପର୍ଯ୍ୟନ୍ତ ଘୋଷଣା କରିଛନ୍ତି ବାଚସ୍ପତି । ଆଜି ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ପ୍ରଶ୍ନ ଚୟନ ଠିକ୍‌ ଭାବେ ହେଉନଥିବା ନେଇ ହଟ୍ଟଗୋଳ କରିଥିଲେ ବିଜେପି ବିଧାୟକ । ଗୃହ ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ । ଫଳରେ ବାଚସ୍ପତି ଗୃହକୁ ମୁଲତବୀ ରଖିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.