ଭୁବନେଶ୍ବର(କେନ୍ୟୁଜ୍): ପୁଣି ରାଜଧାନୀରେ ଫୁଟିଲା ବୋମା । ଏୟାର ଫିଲଡ଼ ଥାନା ଅଧିନ ସୁନ୍ଦରପଦାର ଆଜାଦ ନଗରରେ ବୋମା ମାଡ ହୋଇଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ବୋମା ମାଡ ହୋଇଥିବା ଅନୁମାନ କରାଯାଇଛି।
ପୂର୍ବରୁ ଗାଁ ସଭାପତି ପାଇଁ ବୈଠକ ବସିଥିଲା। ବୈଠକରେ ସଭାପତି ଚୟନକୁ ନେଇ ଦୁଇ ଗୋଷ୍ଠି ମଧ୍ୟରେ କଥା କଟା କାଟି ହୋଇଥିଲା। ଏହାକୁ କେନ୍ଦ୍ର କରି ଆଜି ବୋମା ମାଡ ହୋଇଥିବା ସୂଚନା ମିଳିଛି। ଏହି ଘଟଣାରେ ଏକାଧିକ ଲୋକଙ୍କୁ ଅଟକ ରଖାଯାଇଥିବା ସୂଚନା ମିଳିଛି।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…