Below header

ଭୁବନେଶ୍ୱରରୁ ପୁଣି ୫୨ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଦୁଇ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱରରୁ ପୁଣି ବ୍ରାଉନସୁଗର ଜବତ । ଧଉଳିରୁ ୧୫୨ ଗ୍ରାମ ବ୍ରାଉନସୁଗର ଜବତ କରିଛି ପୋଲିସ । ଏହାର ମୂଲ୍ୟ ୫୨ ଲକ୍ଷ ଟଙ୍କା ହେବ ।

ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ସେମାନେ ହେଲେ ଜଗବନ୍ଧୁ ବୈଠାରୁ ଓ ସଞ୍ଜୟ ସାହୁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.