Below header

ପୁଣି ଗୁଣିଗାରେଡିରୁ ବୀଭତ୍ସ ହତ୍ୟା ସନ୍ଦେହ,ସ୍ୱାମୀ ସ୍ତ୍ରୀଙ୍କୁ ଧାରୁଆ ଅସ୍ତ୍ରରେ ହାଣିଦେଲେ ଦୁର୍ବୃତ୍ତ

କେନ୍ଦୁଝର(କେନ୍ୟୁଜ୍): କେନ୍ଦୁଝରରେ ଡବଲ ମର୍ଡର। ଦୈତାରି ଥାନା ଅନ୍ତର୍ଗତ ରାସୋଳ ଝୁମୁକିପାଟିଆ ସାହିରେ ଦମ୍ପତିଙ୍କୁ ହତ୍ୟା। ବିଳମ୍ବିତ ରାତିରେ ସ୍ୱାମୀ ସ୍ତ୍ରୀଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କଲେ ଦୁର୍ବତ୍ତ। ମୃତକ ହେଲେ ବାହାଡା ମୁର୍ମୁ ଓ ଧାନୀ ମୁର୍ମୁ । ଘର ଭିତରୁ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ଗୁଣିଗାରେଡି ସନ୍ଦେହରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ପହଞ୍ଚି ପୋଲିସ ତଦନ୍ତ ଆରମ୍ଭ କରିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.