ରାଜ୍ୟ

ପୁରୀରେ ପୁଣି ନିଆଁ,ନୀଳାଦ୍ରି ମାର୍କେଟ କମ୍ପ୍ଲେକ୍ସରେ ଥିବା ଓଡିଶା ହ୍ୟାଣ୍ଡଲୁମରେ ଅଗ୍ନିକାଣ୍ଡ

ପୁରୀ(କେନ୍ୟୁଜ): ଆଜି ପୁଣି ପୁରୀରେ ଅଗ୍ନିକାଣ୍ଡ ଘଟିଛି। ଦୀର୍ଘ ୩୭ ଘଣ୍ଟା ଅକ୍ଳାନ୍ତ ପରିଶ୍ରମ କରି ଅଗ୍ନିଶମ ବିଭାଗ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସର ନିଆଁକୁ ଆୟତ୍ତ କରିଥିଲା। ୨୪ଘଣ୍ଟା ନବିତୁଣୁ ପୁଣି ବଡଦାଣ୍ଡରେ ଥିବା ଆଉ ଏକ ହୋଟେଲରେ ଲାଗିଲା ନିଆଁ। ଇଲେକ୍ଟ୍ରୀ ସଟସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଆଶଙ୍କା। ତୁରନ୍ତ ଅଗ୍ନିଶମ ବିଭାଗର ଟିମ୍ ଘଟଣାସ୍ଥଳରେ ପହଞ୍ଚି ଅପରେସନ ଆରମ୍ଭ କରିଛି। ସୂଚନା ମୂତାବକ ନିଳାଦ୍ରୀ କମ୍ଲେକ୍ସର ଦ୍ୱିତୀୟ ମହଲାରେ ଥିବା ଓଡିଶା ହ୍ଯାଣ୍ଡଲୁମରେ ନିଆଁ ଲାଗିବା ମାତ୍ରେ ଫାୟାର ଡିଷ୍ଟ୍ଯୁଙ୍ଗାଇଜର ମାଧ୍ୟମରେ ନିଆଁକୁ ନିୟନ୍ତ୍ରଣକୁ ଅଣାଯାଇଛି।

ଘଟଣାସ୍ଥଳରେ ପୁରୀ ଏସପି କନୱର ବିଶାଲ ସିଂ, ସିଟିଡିଏସପି, ଟାଉନଥାନା ଅଧିକାରୀ ଗୋକୁଳ ରଞ୍ଜନ ଦାସ ପ୍ରମୁଖ ପହଞ୍ଚି ଗହଳି ନିୟନ୍ତ୍ରଣ ସହ ଅଗ୍ନିଶମ ବିଭାଗ କର୍ମଚାରୀଙ୍କୁ ସହଯୋଗ କରିଛନ୍ତି

KNews Bureau

Recent Posts

ପୁଣି କଲବଲ କଲାଣି ଗରମ ଓ ଗୁଳୁଗୁଳି, ଆଜି ହିଟ ୱେଭ ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ପୁଣି କଲବଲ କଲାଣି ଗରମ ଓ ଗୁଳୁଗୁଳି ।  ବାୟୁମଣ୍ଡଳରେ ଆଦ୍ରତା ବୃଦ୍ଧି ପାଇଥିବାରୁ ଅଧିକ ଗୁଳୁଗୁଳି…

8 mins ago

ଶେଷ ପର୍ଯ୍ୟାୟ ନିର୍ବାଚନ: ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର (କେନ୍ୟୁଜ): ଓଡିଶାରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ପାଇଁ କ୍ୟାମ୍ପେନ ଘମାସାନ । ଆଜି ଓଡ଼ିଶାର ୩ଟି ସ୍ଥାନରେ…

18 mins ago

ଆଜିର ରାଶିଫଳ: ଦିନଟି ଆପଣଙ୍କର କିପରି ବିତିବ ଜାଣନ୍ତୁ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଶକ୍ତିଶାଳୀ ହେବାକୁ ଯାଉଛି । ଆପଣ ଠିକ୍ ସମୟରେ କାର୍ଯ୍ୟ ସମାପ୍ତ କରିବାକୁ…

8 hours ago

ଯାତ୍ରୀବାହୀ ବସ୍ ଓଲଟି ୩ ମୃତ, ୫ ଗୁରୁତର

କନ୍ଧମାଳ :  କନ୍ଧମାଳରେ ଓଲଟିଲା ଯାତ୍ରୀବାହୀ ବସ୍ । ୩ ଯାତ୍ରୀ ମୃତ, ୫୦ରୁ ଅଧିକ ଯାତ୍ରୀ ଆହତ ।…

9 hours ago

ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ, ଥାନାରେ ପୁତୁରା ଅଟକ

ପାଟଣାଗଡ଼ : ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ । ଘଟଣା ଘଟିଛି ପାଟଣାଗଡ଼ ଥାନା କୁତୁମୁଣ୍ଡା ଗ୍ରାମରେ ।…

10 hours ago

ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ

ଭୁବନେଶ୍ୱର : ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ । ଆଦର୍ଶ ଆଚରଣ ବିଧି ଓ ଆଇନ ଉଲ୍ଲଙ୍ଘନକାରୀ…

12 hours ago