ଉତ୍କଳ ବିଶ୍ୱବିଦ୍ୟାଳୟରେ ପୁଣି ଗୋଷ୍ଠୀ ସଂଘର୍ଷ , ଛାତ୍ର ଓ ଅଣଛାତ୍ର ମଧ୍ୟରେ ଗଣ୍ଡଗୋଳ

କେନ୍ୟୁଜ୍(ବ୍ୟୁରୋ):  ଦୀର୍ଘଦିନର ବ୍ୟବଧାନ ପରେ ପୁଣି ଅଶାନ୍ତ ହେଲା ବାଣୀବହିର । ଉତ୍କଳ ବିଶ୍ୱବିଦ୍ୟାଳୟରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଛାତ୍ର ଓ ଅଣଛାତ୍ର ମଧ୍ୟରେ ଗଣ୍ଡଗୋଳ ହୋଇଥିବା ସୂଚନା ମିଳିଛି । ଗଣ୍ଡଗୋଳକୁ ନେଇ ଏକ ନମ୍ବର ବଏଜ୍‌ ହଷ୍ଟେଲ ଆଗରେ ଆନ୍ଦୋଳନରେ ବସିଛନ୍ତି ଛାତ୍ର । କ୍ୟାଣ୍ଟିନର ବିଭିନ୍ନ ସମସ୍ୟା ସହ ହଷ୍ଟେଲ ସମସ୍ୟାକୁ ନେଇ ଗଣ୍ଡଗୋଳ ହୋଇଥିବା ସୂଚନା ମିଳିଛି ।

utkal 1

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.