Below header

ଆସନ୍ତାକାଲିଠାରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ସମ୍ଭାବନା

ଭୁବନେଶ୍ବର (କେନ୍ୟୁଜ୍) : ଆସନ୍ତାକାଲିଠାରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ । ବିଶେଷକରି ଉତ୍ତର ଓ ଉପକୂଳ ଓଡ଼ିଶାରେ ଅଧିକ ବର୍ଷିବ। ୬ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପ ବର୍ଷାର ସମ୍ଭାବନା ରହିଛି । ସାତ ତାରିଖ ପର୍ୟ୍ୟନ୍ତ ବର୍ଷା ଲାଗି ରହିବ। ଏହାପରେ ଲଘୁଚାପ ଦୁର୍ବଳ ହୋଇ ବର୍ଷାର ପରିମାଣ କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.